ଓଡିଶା ବଜେଟ୍ 2024-25 ଲାଇଭ୍ ଅପଡେଟ୍: ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Odisha Budget 2024: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି । ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍ ଉପସ୍ଥାପନ କରିଛନ୍ତି । ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ଉପସ୍ଥାପନ କରିଛନ୍ତି ।
୨୦୨୩-୨୪ ତୁଳନାରେ ୧୫ ପ୍ରତିଶତ ଅଧିକ ବଜେଟ୍ ରହିଛି। ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ପୂର୍ବତନ ଅର୍ଥମନ୍ତ୍ରୀ ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇଥିଲେ।
READ MORE












Click it and Unblock the Notifications