Budget 2024: ବିଧାନସଭାରେ ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ; ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି
ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ। ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି।

CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ । ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି। ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି। ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି। ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା।












Click it and Unblock the Notifications