Odisha budget 2025; ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି, ଲାଗୁ ହେଲା କାମଧେନୁ ଯୋଜନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ଯିଏକି ନିଜ ନିକଟରେ ଅର୍ଥ ବିଭାଗ ରଖିଛନ୍ତି ଅପରାହ୍ନରେ ବିଧାନସଭାରେ ବଜେଟ୍ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି।

Odisha budget 2025

ଚଳିତ ଆର୍ଥିକ ବର୍ଷରେ ମତ୍ସ୍ୟ, ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବ ଓଡ଼ିଶା। ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ ।ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି ବ୍ୟୟ ଅଟକଳ ହୋଇଛି । ସେହି ପରି ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+