Odisha Budget 2025 : ବଜେଟ୍ରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ୩୪୭୦ କୋଟି
ବଜେଟ୍ରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ୩୪୭୦ କୋଟି । ନୂତନ ସେତୁ ପ୍ରକଳ୍ପ ପାଇଁ ବ୍ୟୟ ବରାଦ ୨ ହଜାର କୋଟି ।

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି । ମୁଖ୍ୟମନ୍ତ୍ରୀ ମାଝୀ ବଜେଟ୍ ଅଭିଭାଷଣରେ ଓଡ଼ିଶାକୁ ୨୦୩୬ ସୁଦ୍ଧା ୫୦୦ ବିଲିୟନ ଆମେରିକୀୟ ଡଲାର ଏବଂ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଅର୍ଥନୀତି କରିବାକୁ ଲକ୍ଷ୍ୟ ଥିବା କହିଛନ୍ତି ।












Click it and Unblock the Notifications