Get Updates
Get notified of breaking news, exclusive insights, and must-see stories!

Odisha budget 2025; ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାକୁ ନେଇ ବଡ ଘୋଷଣା

୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାକୁ ନେଇ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସରକାର ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର' ମାଗଣା ବିଜୁଳି ଯୋଜନାକୁ ସମ୍ପୂର୍ଣ ରୂପେ କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତିବଦ୍ଧ ।

Sunghar Yojana

ଏହି ଯୋଜନାକୁ ହିତାଧିକାରୀ ମାନଙ୍କ ମଧ୍ୟରେ ଅଧିକ ଗ୍ରହଣୀୟ ଓ ବିସ୍ତାର କରିବା ପାଇଁ ସେମାନଙ୍କୁ ୩ କିଲୋୱାଟ କ୍ଷମତା ପର୍ଯ୍ୟନ୍ତ ଘରୋଇ ସୋଲାର ପ୍ରକଳ୍ପ ସ୍ଥାପନ ନିମନ୍ତେ ୬୦ ହଜାର ଟଙ୍କାର ଅତିରିକ୍ତ ରାଜ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯିବ, ଯାହା କେନ୍ଦ୍ରୀୟ ଆର୍ଥିକ ସହାୟତା ଅନୁରୂ।ପ। ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ଅତିରିକ୍ତ ରାଜ୍ୟ ସହାୟତା ପ୍ରଦାନ ପାଇଁ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଯୋଜନା ଅଧୀନରେ ୨୦୨୫-୨୬ ଆର୍ଥିକ ବର୍ଷରେ ୮ ଶହ ୨୦ କୋଟି ଟଙ୍କା ଆବଣ୍ଟନ କରିବାକୁ ପ୍ରସ୍ତାବ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+