Get Updates
Get notified of breaking news, exclusive insights, and must-see stories!

ଆଜି ରାଜ୍ୟ କ୍ୟାବିନେଟ୍, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ । ସନ୍ଧ୍ୟା ୬.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୈଠକ । ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ସୂଚନା ଅନୁସାରେ, କୃଷକ, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ଦକ୍ଷତା ପରି ବିଭିନ୍ନ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ସେହିପରି ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅଣାଯାଇପାରେ ।

cabinet

କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ବିଭାଗ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ସେହିପରି ଗଣଶିକ୍ଷା, ସ୍ୱାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତାବମାନ ଆସିବାର ସମ୍ଭାବନା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+