ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ, 27 ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ
ମଙ୍ଗଳବାର ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ବୈଠକରେ ମୋଟ 27 ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି।
ଭୁବନେଶ୍ୱର: ମଙ୍ଗଳବାର ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ବୈଠକରେ ମୋଟ 27 ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନିମ୍ନଲିଖିତ ବିଭାଗ ସମ୍ବନ୍ଧୀୟ ନିଷ୍ପତ୍ତି ଉପରେ ଅନୁମୋଦନ ଦିଆଯାଇଛି ।

ମହିଳା ଶିଶୁ କଲ୍ୟାଣ, କୃଷି, ମିଶନ ଶକ୍ତି, ସାମାଜିକ ସୁରକ୍ଷା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ହସ୍ତଶିଳ୍ପ ଓ ବୟନ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା, ଜଳ ସମ୍ପଦ, ସାମାଜିକ ସୁରକ୍ଷା ଏବଂ ଅର୍ଥ, ଜଙ୍ଗଲ ଏବଂ ପରିବେଶ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଉଚ୍ଚଶିକ୍ଷା ପ୍ରକଳ୍ପକୁ ମିଳିଲା କ୍ୟାବିନେଟ ଅନୁମୋଦନ ।












Click it and Unblock the Notifications