ଆସନ୍ତା ୨୨ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ
ଆସନ୍ତା ୨୨ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନକ ପରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି । ଅପରାହ୍ନ ସାଢ଼େ ୫ଟାରେ ଏହି ବୈଠକ ବସିବ ।
ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନକ ପରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି । ଅପରାହ୍ନ ସାଢ଼େ ୫ଟାରେ ଏହି ବୈଠକ ବସିବ ।

ବାଜିପାରେ । ପଞ୍ଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଏବଂ ଜିଲ୍ଲାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଆଭାସୀ ମାଧ୍ୟମରେ ଯୋଗ ଦେବେ ବୋଲି ଜଣାପଡ଼ିଛି।












Click it and Unblock the Notifications