ଆଜି ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ପ୍ରଥମ କ୍ୟାବିନେଟ୍ ବୈଠକ

New Govt Cabinet Meeting: ଆଜି ଅର୍ଥାତ୍ ବୁଧବାର ଦିନ ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ପ୍ରଥମ କ୍ୟାବିନେଟ୍ ବୈଠକ । ସୂଚନା ଅନୁସାରେ, ପ୍ରଥମ କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇ ପାରେ । ତେବେ ଦୁଇଟି ପ୍ରସଙ୍ଗରେ ଆଲୋଚନା ହୋଇପାରେ । ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ହୋଇପାରେ ନିଷ୍ପତ୍ତି ଏହଂ ଲୋକସଭା ଭବନରେ ଗଣମାଧ୍ୟମ ପ୍ରତିନିଧି ପ୍ରବେଶ ନେଇ ଆଲୋଚନା ହୋଇପାରେ ।

Cabinet Meeting

ସୂତନାଥା ଯେ, ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି। ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ।

ମିଳିଥିବା ସୂଚନା ଅନୁସାରେ, ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ୮ ଜଣ କ୍ୟାବିନେଟ୍ ମନ୍ତ୍ରୀ ଏବଂ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+