ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି।

Odisha Cabinet meeting to be held tomorrow i

ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+