ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ । ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ ।

ଆସନ୍ତାକାଲି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଛି । ୨୦୧୯ ମେ' ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍ ବୈଠକ । ନିର୍ବାଚନୀ ଇସ୍ତାହାରରେ ଦିଆଯାଇ ଥିବା ପ୍ରତିଶ୍ରୁତି ପୂରଣ କରିବାକୁ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications