ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମଧ୍ୟାହ୍ନ ୧୨ଟା ୩୦ରେ ଭିଡିଓ କନଫରେନ୍‌ସିଂ ଜରିଆରେ ଅନୁଷ୍ଠିତ ହେବ ବୈଠକ ।

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମଧ୍ୟାହ୍ନ ୧୨ଟା ୩୦ରେ ଭିଡିଓ କନଫରେନ୍‌ସିଂ ଜରିଆରେ ଅନୁଷ୍ଠିତ ହେବ ବୈଠକ ।

Naveen Patnaik

ଏହି କ୍ୟାବିନେଟ୍‌ ବୈଠକରେ ୧୧ଟିରୁ ଅଧିକ ପ୍ରସ୍ତାବ ଆସିବା ସମ୍ଭାବନା ରହିଛି। କ୍ୟାବିନେଟ୍‌ ଆସିବାକୁଥିବା ପ୍ରସ୍ତାବ ସମ୍ପର୍କରେ କୌଣସି ମନ୍ତ୍ରୀମାନଙ୍କୁ ଏ ପର୍ଯ୍ୟନ୍ତ ଚିଠି ପଠାଯାଇ ନାହିଁ। ତେବେ ବିଶ୍ବସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଉଚ୍ଚଶିକ୍ଷା ବିଭାଗର ଗ୍ରାଣ୍ଟ୍‌ ଇନ୍‌ ଏଡ୍‌ ବ୍ୟବସ୍ଥାର ସଂଶୋଧନ ନେଇ କ୍ୟାବିନେଟ୍‌ ମଞ୍ଜୁରି ମିଳିବା ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+