ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ

ଆଜି ଅପରାହ୍ଣରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ ।

ଭୁବନେଶ୍ୱର: ଆଜି ଅପରାହ୍ଣରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯିବ ବୋଲି ସୂଚନା ରହିଛି ।

Cabinet Meeting

ଅପରାହ୍ଣ ୫ଟା ୩୦ରେ କ୍ୟାବିନେଟ୍ ବୈଠକ ବସିବ । ରାଜ୍ୟରେ କରୋନା ମୁକାବିଲା ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ବିଦେଶରୁ କୋଭିଡ୍ ଟିକା ଆମଦାନୀ ପାଇଁ ଗ୍ଲୋବାଲ୍ ଟେଣ୍ଡରକୁ କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+