ଆଜି ଅପରାହ୍ନ 5.30 ରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ, 10 ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ବୁଧବାର ଅପରାହ୍ନ 5.30 ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବାକୁ ଯାଉଛି । ତେବେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ 10 ପ୍ରସ୍ତାବକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି । ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକରେ ଅଧ୍ୟକ୍ଷତା କରିବେ ।
ଭୁବନେଶ୍ୱର: ବୁଧବାର ଅପରାହ୍ନ 5.30 ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବାକୁ ଯାଉଛି । ତେବେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ 10 ପ୍ରସ୍ତାବକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି । ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକରେ ଅଧ୍ୟକ୍ଷତା କରିବେ ।

ସୂତ୍ରରୁ ପ୍ରକାଶ ଯେ, ଶ୍ରମ ବିଭାଗର ଚାରୋଟି ପ୍ରସ୍ତାବ ଏବଂ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରତ୍ୟେକ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି।












Click it and Unblock the Notifications