Odisha Cabinet Today: ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର ।

Odisha Cabinet Today

ଖବର ଅନୁଯାୟୀ, ବୁଧବାର ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+