ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ନୂଆଦିଲ୍ଲୀରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ରେ ନୂଆଦିଲ୍ଲୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।

mohan majhi

ମୁଖ୍ୟମନ୍ତ୍ରୀ ସେହି ବୈଠକରେ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୂଚନା ମିଳିଛି । ଏଥିସହ ମୁଖ୍ୟମନ୍ତ୍ରୀ ନିଜର ଦିଲ୍ଲୀ ଯାତ୍ରା ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି। ଦୀର୍ଘଦିନ ହେବ ଯେଉଁସବୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରମୁଖ ପ୍ରସଙ୍ଗ କେନ୍ଦ୍ରର ବିଚାର ପାଇଁ ରହିଛି ସେ ନେଇ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିବେ। ଦିଲ୍ଲୀ ଗସ୍ତ ବେଳେ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+