ତାତି ସାଙ୍ଗକୁ ବିଦ୍ୟୁତ୍ କାଟ କଲବଲ ହେଉଛନ୍ତି ରାଜ୍ୟବାସୀ:ଆଜି ବୈଠକ କରିବେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର:ରାଜ୍ୟରେ ଜାରିରହିଥିବା ଅସହ୍ୟ ଗରମ ସାଙ୍ଗକୁ ବିଦ୍ୟୁତ୍ କାଟ ପାଇଁ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଯାହାକୁ ବେଶ୍ ଗମ୍ଭୀରତାର ସହ ନେଇଛନ୍ତି ରାଜ୍ୟ ସରକାର । ସମସ୍ୟାର ସମାଧାନ ପାଇଁ ଆଜି ଟାଟା ପାୱାର ସହ ମୁଖ୍ୟ ଶାସନ ସଚିବ ବୈଠକ କରିବେ ।
ଦିନର ଟାଣ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳିରେ ମୁଣ୍ତବିନ୍ଧାର କାରଣ ସାଜିଛି ବିଦ୍ୟୁତ୍ କାଟ । ରାଜଧାନୀ ଭୁବନେଶ୍ୱରରେ ବେଟାଇମରେ ହେଉଥିବା ପାୱାର କଟ୍ ବର୍ତ୍ତମାନ ରାଜଧାନୀବାସୀଙ୍କୁ ଚିନ୍ତାରେ ପକାଇଛି । ସେହିପରି ଗ୍ରାମାଞ୍ଚଳରେ ମଧ୍ୟ ବିଦ୍ୟୁତ କାଟ ଓ ଲୋଭୋଲଟେଜ ସମସ୍ୟା ଲୋକଙ୍କୁ ହନ୍ତସନ୍ତ କରୁଛି ।

ଅନ୍ୟପଟେ କାଳବୈଶାଖୀ ପରେ ରାଜଧାନୀ ଭୁବନେଶ୍ୱରରେ କରେଣ୍ଟ ଆସିବା ପାଇଁ ପ୍ରାୟ ୩ ଘଣ୍ଟା ସମୟ ଲାଗୁଛି ତେବେ ବାତ୍ୟା ପରେ ବିଦ୍ୟୁତ ଆସିବା ପାଇଁ କେତେ ସମୟ ଲାଗିବ ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଏନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରେ ବସିବା ପାଇଁ ଯାଉଥିବା ଏହି ବୈଠକରେ ଯୋଗ ଦେବେ ରାଜ୍ୟର ୪ ବିଦ୍ୟୁତ ବିକରଣ କମ୍ପାନୀ ସିଇଓ ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications