ସୋଶାଲ ମିଡ଼ିଆ ଅଭିଯୋଗକୁ ଗୁରୁତ୍ୱ ଦେଇ ସମସ୍ୟାର ସମାଧାନ କର - ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ଜାରିରହିଥିବା ଅସହ୍ୟ ଗରମ ସାଙ୍ଗକୁ ବିଦ୍ୟୁତ୍ କାଟ୍ କୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ବିଜୁଳି କାଟ୍ ସମସ୍ୟାକୁ ନେଇ ଆଲୋଚନା ହୋଇଛି । ଖାସ୍ କରି କାଳବୈଶାଖୀ ପରେ କିପରୁ ଶୀଘ୍ର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇ ପାରିବ ଏବଂ ବିଦ୍ୟୁତ ସମସ୍ୟା ଥିବା ଅଞ୍ଚଳରେ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ସହିତ କଣ୍ଟ୍ରୋଲ ରୁମକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବା ଲାଗି କହିଛନ୍ତି ମୁଖ୍ୟ ଶାସନ ସଚିବ । ବିଦ୍ୟୁତ କାଟ ସମସ୍ୟାକୁ ଦୂର କରିବା ତତକାଳ ପଦକ୍ଷେପ ନେବାକୁ ଶକ୍ତି ବିଭାଗ ଓ ବିତରଣ କମ୍ପାନିକୁ କହିଛନ୍ତି । ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଦୀପ ଜେନା । ଏହାଛଡ଼ା ସୋଶାଲ ମିଡିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥା ଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲୋକଙ୍କ ଫୋନ୍ କଲ ଆସିଲେ ଆଟେଣ୍ଡ କରିବାକୁ ଓ ପୁନରୁଦ୍ଧାର କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications