ଆଜି ଅପରାହ୍ନ ୨ଟା ୩୦ରେ ବଡ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ
ଆଜି ଅପରାହ୍ନ ୨.୩୦ରେ ରାଜ୍ୟରେ ନୂଆ କରୋନା ଗାଇଡଲାଇନ ଲେଇ ବଡ଼ ଘୋଷଣା କରିପାରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ଭୁବନେଶ୍ୱର: ଆଜି ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ । ଆଜି ଅପରାହ୍ନ ୨.୩୦ରେ ରାଜ୍ୟରେ ନୂଆ କରୋନା ଗାଇଡଲାଇନ ଲେଇ ବଡ଼ ଘୋଷଣା କରିପାରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କାରଣ ରାଜ୍ୟରେ ଲାଗୁ ହୋଇଥିବା ଆଂଶିକ ଲକଡାଉନ୍ ଆସନ୍ତାକାଲି ଶେଷ ହେଉଛି । ତେଣୁ ଆଜି ନୂଆ କରୋନା କଟକଣା ନେଇ ଘୋଷଣା ହେବ ।

୩୦ ଜିଲ୍ଲାକୁ A ଓ B କ୍ୟାଟେଗୋରୀରେ ବିଭକ୍ତ କରାଯାଇଛି । ଖୋର୍ଦ୍ଧା, କଟକ ବାଲେଶ୍ୱର, ମୟୂରଭଞ୍ଜ ଓ ପୁରୀରେ ସଂକ୍ରମଣ ବଢ଼ିବା ସହ ସକ୍ରମଣ ହାର ୫ ପ୍ରତିଶତ ଉପରେ ରହୁଛି । ତେଣୁ ଏସବୁ ଜିଲ୍ଲାରେ କଟକଣା ସେତେଟା କୋହଳ ହୋଇନପାରେ । କିନ୍ତୁ ୨୫ ଜିଲ୍ଲାରେ କଟକଣା ଅଧିକ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟତଃ B କାଟେଗୋରୀ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ ଓ A କ୍ୟାଟେଗୋରୀ ଜିଲ୍ଲାରେ ସକାଳ ୬ ରୁ ରାତି ୯ଟା ପର୍ଯ୍ୟନ୍ତ ହୋଇପାରେ କଟକଣା କୋହଳ । ସେହିପରି ବିବାହ, ଶୁଦ୍ଧିକ୍ରିୟାରେ ସଦସ୍ୟ ସଂଖ୍ୟା ବୃଦ୍ଧି କରାଯିବ । ୨୬ ଜିଲ୍ଲାରେ ବସ ଚଳାଚଳ ସ୍ୱାଭାବିକ ହୋଇପାରେ ।
More From
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications