ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ରେଜଲ୍ଟ ; ଶ୍ବେତାଶ୍ରୀ ମହାପାତ୍ର ଟପ୍ପର

ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓସିଏସ)-୨୦୨୨ର ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ଥର ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।

Odisha Civil Service Result

ଟେନ୍‌ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ବେତାଶ୍ରୀ ମହାପାତ୍ର ଓଏଏସ୍ ଟପ୍ପର ହୋଇଛନ୍ତି। ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ବିତୀୟ, ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+