ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍

Odisha News: ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଚଢାଉ କରାଯାଇଛି ।

Vigilance Net

ମିଳିଥିବା ସୂଚନା ଅନୁସାର, ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଏକକାଳିନ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ରେଡ୍‌ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+