ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ଏହି ଦିନ ଆରମ୍ଭ ହେବ ସିଏମ୍ କିଶାନ ଯୋଜନା

ଭୁବନେଶ୍ୱର : ୮ ତାରିଖ ପଶ୍ଚିମ ଓଡ଼ଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।

୮ ତାରିଖରେ ହିଁ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ । ସେହିଦିନ ମୁଖ୍ୟମନ୍ତ୍ରୀ ମା' ସମଲେଶ୍ୱରୀଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ବି ରହିଛି । ଅପରାହ୍ନରୁ ସଂଧ୍ୟା ପର୍ଯ୍ୟନ୍ତ ଏକାଧିକ ନୂଆଖାଇ ଭେଟଘାଟରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

mohan majhi

ମୁଖ୍ୟମନ୍ତ୍ରୀ ସମ୍ବଲପୁରରେ ପହଞ୍ଚି ଅପରାହ୍ନ ଗୋଟାଏ ୧୦ରେ ମା' ସମଲେଶ୍ୱରୀ ମନ୍ଦିର ଯାଇ ମା'ଙ୍କ ଦର୍ଶନ କରିବା ସହ ନୁଆ ଖାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+