Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ମକର ସଂକ୍ରାନ୍ତି ଶୁଭେଚ୍ଛା

Makar Sankranti 2025: ଆଜି ପବିତ୍ର ମକର ସଂକ୍ରାନ୍ତି । ସାରା ଦେଶରେ ଆଜିର ଦିନକୁ ନେଇ ଉତ୍ସାହର ମାହୋଲ ରହିଛି । ମକର ସଂକ୍ରାନ୍ତିରେ ସମସ୍ତ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରୀଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ଏକ ମହତ୍ୱପୂର୍ଣ୍ଣ ସ୍ଥାନ ରହିଛି । ସେହିପରି ଆଜିର ଦିନକୁ ଭାଇଚାର ଓ ସାମାଜିକ ସଦଭାବ ଏବଂ ଏକତାର ପ୍ରତିକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ମକର ସଂକ୍ରାନ୍ତି ଓଡ଼ିଶା ତଥା ଆପଣଙ୍କ ପାଇଁ ଶୁଭପ୍ରଦ ହେଉ, ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ଆପଣଙ୍କ ଜୀବନ ମଙ୍ଗଳମୟ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

CM Mohan Majhi
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+