Get Updates
Get notified of breaking news, exclusive insights, and must-see stories!

ରାଜ୍ୟପାଳଙ୍କୁ ଆର୍ଥିକ ବର୍ଷ ୨୦୨୫-୨୬ର ବଜେଟ୍ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ରାଜଭବନ ପରିସରରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆର୍ଥିକ ବର୍ଷ ୨୦୨୫-୨୬ର ବଜେଟ୍ କପି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଯେଉଁ ବଜେଟ୍‌ କପି (ବ୍ରିଫ୍‌କେସ୍‌) ରାଜ୍ୟପାଳଙ୍କୁ ହସ୍ତାନ୍ତର କରିଛନ୍ତି, ଏଥିରେ ସମ୍ବଲପୁରୀର ଝଲକ ଦେଖିବାକୁ ମିଳୁଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଉ କିଛି ସମୟ ପରେ ବିଧାନସଭା ପରିସରରେ ପହଞ୍ଚିବେ ଏବଂ ଆଗାମୀ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିବେ।

odisha cm mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+