ନୂଆ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ

ଗୁରୁବାର ଦିନ ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଜିରୁ ରାଜଭବନ ରାସ୍ତାରେ ରହିଛି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ । ପୂଜାର୍ଚ୍ଚନା ପରେ ଗୃହରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ଗୋମାତାଙ୍କ ପ୍ରେବଶ ପରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ।

Odisha CM Mohan Majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+