ରୋମରେ ପୋପ ଫ୍ରାନସିସଙ୍କୁ ଭେଟିଲେ ନବୀନ
ରୋମର ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ ।
ରୋମ: ରୋମର ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି 5T ସଚିବ ଭି.କେ ପାଣ୍ଡିଆନ ।

ପୋପ୍ ଫ୍ରାନ୍ସିସ ହେଉଛନ୍ତି ଖ୍ରୀଷ୍ଟ ଧର୍ମଗୁରୁ । ୨୦୧୮ର ତଥ୍ୟ ଅନୁସାରେ ବିଶ୍ୱର ପ୍ରାୟ ୧୩୨ କୋଟି ୨୯ ଲକ୍ଷ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟ ଧର୍ମାନୁଷ୍ଠାନ ହେଉଛି ଭାଟିକାନ ସହର ଓ ଏଠାରେ ରହୁଥିବା ପୋପ ଫ୍ରାନସିସ ଏମାନଙ୍କ ସର୍ବମାନ୍ୟ ଧର୍ମଗୁରୁ । ତେଣୁ ପୋପଙ୍କୁ ଭେଟି ଐତିହାସିକ ରେକର୍ଡ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହା ତାଙ୍କ ଭାବମୂର୍ତିକୁ ବିଶ୍ୱ ଦରବାରରେ ଆହୁରି ବ୍ୟାପକ କରିପାରିଛି ।
More From
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications