ରୋମରୁ ଆସିଲା ନବୀନଙ୍କ ପ୍ରଥମ ଫଟୋ, ରାଷ୍ଟ୍ରଦୂତ ନୀନା ମଲହୋତ୍ରାଙ୍କ ସହ କଲେ ସାକ୍ଷାତ
ଇଟାଲୀର ରୋମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଟାଲୀରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନିନା ମାଲହୋତ୍ରାଙ୍କ ସହ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀଙ୍କ ଇଟାଲୀ ଗସ୍ତର ପ୍ରଥମ ଫଟୋ ଆମର ହସ୍ତଗତ ହୋଇଛି ।
ଭୁବନେଶ୍ୱର: ଇଟାଲୀର ରୋମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଟାଲୀରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନିନା ମାଲହୋତ୍ରାଙ୍କ ସହ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀଙ୍କ ଇଟାଲୀ ଗସ୍ତର ପ୍ରଥମ ଫଟୋ ଆମର ହସ୍ତଗତ ହୋଇଛି ।

ତେବେ ଆଜି ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ଯାତ୍ରା ଆରମ୍ଭ କରିଥିଲେ ନବୀନ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରୋମରେ ରହିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା ରୂପାନ୍ତୀକରଣ ଉପରେ ବାର୍ତ୍ତା ଦେବେ ନବୀନ। ସେହିପରି ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମର ଏକଜିକ୍ୟୁଟିଭ୍ ଡିରେକ୍ଟର ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତା'ଛଡ଼ା ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ମଡେଲ୍ ଷ୍ଟେଟ୍ ହେବା ଉପରେ ବି ନବୀନ ଆଲୋକପାତ କରିବେ । ରୋମ୍ ଗସ୍ତ ସମୟରେ ନବୀନ ଭାଟିକାନ୍ ସିଟରେ ପୋପ୍ ଫ୍ରାନସିସ୍ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications