ରକ୍ଷା ବନ୍ଧନର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

RAKHI 2022 :ରକ୍ଷା ବନ୍ଧନର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହିତ କାଲି ରାକ୍ଷୀ ପୂର୍ଣ୍ଣିମା ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

ODISHA CM
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+