ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧୀ ଜୟନ୍ତୀ ଅବସରରେ ନବୀନ ନିବାସ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ପୁଷ୍ପ ମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ଆଜି ପ୍ରତ୍ୟୁଷରେ ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ରାମଧୁନ ପରିବେଷଣ କରଯାଇଥିଲା।

ନବୀନ ପଟ୍ଟନାୟକ

ପୂର୍ବାହ୍ନରେ ଓଡିଶା ବିଧାନ ସଭା ପ୍ରାଙ୍ଗଣରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ରାଜ୍ୟ ସରକଙ୍କ ତରଫରୁ ବିଶିଷ୍ଟ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଆଜି ସନ୍ଧ୍ୟାରେ ଭୁବନେଶ୍ବର ଜୟଦେବ ଭବନରେ "ଓଡିଶାରେ ଗାନ୍ଧୀଜୀ" ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+