କେନ୍ଦ୍ର ବଜେଟକୁ ନେଇ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମିଶ୍ରିତ ପ୍ରତିକ୍ରିୟା
ଭୁବନେଶ୍ୱର: 2022-23 କେନ୍ଦ୍ର ବଜେଟକୁ ନେଇ ମିଶ୍ରିତ ପ୍ରତିକ୍ରିୟା ରଖିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଜେଟର ବିଭିନ୍ନ ବିଷୟକୁ ସ୍ଵାଗତ କରିଛନ୍ତି ନବୀନ ପଟ୍ଟନାୟକ । ବଜେଟରେ ଟେକ୍ନୋଲୋଜି ଏବଂ ଭିତ୍ତିଭୂମି ସମ୍ପର୍କିତ ବିକାଶ ଉପରେ ଗୁରୁତ୍ୱ ଦିଆଯିବାକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ଉପଯୋଗକୁ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଦୃଷ୍ଟିରେ ଦେଖିଛନ୍ତି ।

ଜଳ ଜୀବନ ମିଶନ, ପିଏମ୍ଏଓ୍ୱାଇ ଅନୁଯାୟୀ ଆବଣ୍ଟନ ବୃଦ୍ଧିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହିତ ଗ୍ରାମୀଣ ଆବାସ ଯୋଜନାରେ ଓଡ଼ିଶାର ଦାବିକୁ ଅଣଦେଖା କରାଯାଉଥିବା ବେଳେ ଅନ୍ୟ ରାଜ୍ୟଗୁଡ଼ିକର ଦାବିକୁ ଗ୍ରହଣ କରାଯାଉଛି । କେନ୍ଦ୍ର ସରକାର ଓଡ଼ିଶାର ଗରିବ ଏବଂ ଆଦିବାସୀ ଜନସାଧାରଣଙ୍କ ସହ ହେଉଥିବ ଅନ୍ୟାୟ ପ୍ରତି ଧ୍ୟାନ ଦେବେ ବୋଲି ଆଶା ବ୍ୟକ୍ତ କରିଛନ୍ତି ।
କରୋନା କାଳରେ ମନ୍ରେଗାରେ ବଜେଟ ହ୍ରାସକୁ ନାପସନ୍ଦ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗରିବ ଏବଂ ମଧ୍ୟବିତ୍ତ ଶ୍ରେଣୀର ଲୋକେ ଦର ବୃଦ୍ଧି ସର୍ବାଧିକ ପ୍ରଭାବିତ ହେଉଛନ୍ତି । ବଜେଟରେ ଏ ନେଇ କୌଣସି ପ୍ରକାର ବ୍ୟବସ୍ଥା ହୋଇନାହିଁ । ଏଥିସହିତ ଏଲ୍ପିଜି ସବ୍ସିଡିରେ ମଧ୍ୟ ହ୍ରାସ କରାଯାଉଛି । ଏହା ଦ୍ୱାରା ଗୃହ ଅର୍ଥନୀତି ବିଶେଷ ଭାବେ ପ୍ରଭାବିତ ହେବେ । ଓଡ଼ିଶା ମିଲେଟ ମିଶନ ପୋଷଣ ଏବଂ ଚାଷୀଙ୍କ ଆୟ ବୃଦ୍ଧିରେ ସହାୟକ ହୋଇପାରିଛି । କେନ୍ଦ୍ର ସରକାର ମଧ୍ୟ ମାଣ୍ଡିଆର ଗୁରୁତ୍ୱକୁ ବୁଝିପାରିଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି । ଅନ୍ୟ ପକ୍ଷରେ ମିଳିତ ଜାତିସଂଘକୁ ବର୍ଷ ୨୦୨୩କୁ ଅନ୍ତର୍ଜାତୀୟ ମାଣ୍ଡିଆ ବର୍ଷ ଭାବେ ଘୋଷଣା କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications