ଜୁଲାଇ ୧ରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
Odisha CM Mohan Majhi: ଜୁଲାଇ ୧ ତାରିଖରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଆଜି ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ।
ଯେଉଁଥି ପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବା ପାଇଁ ପଡିବ । ଯାହା ପରେ ପଞ୍ଜୀକରଣ କରିଥିବା ବ୍ୟକ୍ତି ନିଜ ଅଭିଯୋଗ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।

ଏହି ସମୟରେ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଲୋକେ ଉକ୍ତ ସ୍ଥାନରେ ପହଞ୍ଚି ନିଜ ପାଇଁ ପଞ୍ଜୀକରଣ କରିପାରିବେ । ଏହାପରେ ସେମାନେ ନିଜ ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କ ସମ୍ମୁଖରେ ରଖିପାରିବେ । ତେବେ ୧୦ ରୁ ୧୨ ହଜାର ଲୋକ ଏହି ସ୍ଥାନରେ ବ୍ୟବସ୍ଥା କରାଯାଇଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଶୁଣାଣି ପ୍ରକୋଷ୍ଠା ନେଇ ସ୍ଥିତି ଅନୁଧ୍ୟାନ କରିଥି ସାଧାରଣ ପ୍ରଶାସନ ବିଭାଗ ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ












Click it and Unblock the Notifications