ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୬୦ କରୋନା ପଜିଟିଭ୍

ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି କୋଭିଡ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟର ୨୦ ଜିଲ୍ଲାରୁ ଆଉ ୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୨୦ ଜଣ ଅଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି କୋଭିଡ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟର ୨୦ ଜିଲ୍ଲାରୁ ଆଉ ୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୨୦ ଜଣ ଅଛନ୍ତି । ୯୪ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଲେ ୬୬ଟି ମାମଲା ସ୍ଥାନୀୟ ସଂକ୍ରମଣ ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି ।

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୫୭୪କୁ ବୃଦ୍ଧି ପାଇଛି । ଏବେ ୧୯୫୫ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୧୦ ଲକ୍ଷ ୪୧ ହଜାର ୧୩୨ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୧୭୧୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି ପାଇଛି । ମୃତକ ଜଣଙ୍କ ଭଦ୍ରକ ଜିଲ୍ଲାର ହୋଇଥିବା ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+