Get Updates
Get notified of breaking news, exclusive insights, and must-see stories!

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୭ କୋଭିଡ୍ ପଜିଟିଭ୍

: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+