ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ ଗ୍ରାଫ୍: ଚିହ୍ନଟ ହେଲେ ୨୮୦ ପଜିଟିଭ୍

: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ ଗ୍ରାଫ୍ । ଦିନକୁ ଦିନ ସଂକ୍ରମଣ ହ୍ରାସ ପାଉଛି । ୨୪ ଘଣ୍ଟାରେ ଆଉ ୨୮୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ ଗ୍ରାଫ୍ । ଦିନକୁ ଦିନ ସଂକ୍ରମଣ ହ୍ରାସ ପାଉଛି । ୨୪ ଘଣ୍ଟାରେ ଆଉ ୨୮୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୦, ସଙ୍ଗରୋଧରୁ ୧୬୫ ଓ ସ୍ଥାନୀୟ ୧୧୫ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୨୩, ୫୮୭କୁ ବୃଦ୍ଧି ପାଇଛି। ୧୩, ୧୧, ୩୯୪ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ ହଜାର ୯୮୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+