ଲଗାତାର ରାଜ୍ୟରେ ହଜାରେ ତଳେ କରୋନା ଦୈନିକ ସଂକ୍ରମଣ ଗ୍ରାଫ
ଲଗାତାର ରାଜ୍ୟରେ ହଜାରେ ତଳେ କରୋନା ଦୈନିକ ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ଲଗାତାର ରାଜ୍ୟରେ ହଜାରେ ତଳେ କରୋନା ଦୈନିକ ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୭୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୬୧ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୨୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୯ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୯ଜଣ, ଷ୍ଟେଟ ପୁଲ୍ରୁ ୧୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୦୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୬୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୩୧୦୬ଜଣ ସୁସ୍ଥ ହୋଇଛନ୍ତି ।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ ଜଣଙ୍କ କୋଭିଡ ଜନିତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କୋଭିଡ୍ ମୃତ୍ୟୁ ସଂଖ୍ୟା ୮୯୬୧ କୁ ବୃଦ୍ଧି ପାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications