ଆଜି ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୧୮ ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ଯରେ ୧୮ ବର୍ଷ ମଧ୍ୟରେ ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନରୁ ୪୭୭, ଲୋକଲ କେସ୍ ୩୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ ଖସିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ଯରେ ୧୮ ବର୍ଷ ମଧ୍ୟରେ ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନରୁ ୪୭୭, ଲୋକଲ କେସ୍ ୩୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

odisha corona cases

ତେବେ ଖୋର୍ଦ୍ଧରୁ ସର୍ବାଧିକ ୨୧୮ ଓ ସୁନ୍ଦରଗଡରୁ ୧୪୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୭୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫୭ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୫୯୧୧ କୁ ବୃଦ୍ଧି ପାଇଛି । ସେହିପରି ୧୨୮୪୮୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୭୦୮୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+