ରାଜ୍ୟରେ ଆଉ ୫୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୫୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩୨୪ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୩୨ ରହିଛି । ସେହିପରି ୧୮ ବର୍ଷରୁ କମ୍ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୫୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩୨୪ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୩୨ ରହିଛି । ସେହିପରି ୧୮ ବର୍ଷରୁ କମ୍ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 odisha corona cases

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ ରେ ପହଞ୍ଚିଛି । ୨୦ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୦୫ ଜଣ,କଟକରୁ ୪୧ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ, ସମ୍ବଲପୁରରୁ ୧୭ ଜଣ, ମୟୂରଭଞ୍ଜରୁ ୧୫ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ, ବାଲେଶ୍ବରରୁ ୧୦ ଜଣ, ଭଦ୍ରକରୁ ୮ ଜର, ବୌଦ୍ଧରୁ ୭ ଜଣ, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଢ଼େଙ୍କାନାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୯୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୮୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+