ଦୁଇ ହଜାରେ ତଳେ ରାଜ୍ୟର ଦୈନିକ କରୋନା ସଂକ୍ରମଣ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ୩ ଶହ ୨୯ ଜଣ ଆକ୍ରାନ୍ତ ଅଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ୩ ଶହ ୨୯ ଜଣ ଆକ୍ରାନ୍ତ ଅଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଂଘରୋଧରୁ ୮୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩୦ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ସେହିପରି ରାଜ୍ୟରେ ୨୪ ଘଣ୍ଟାରେ ୩ ହଜାର ୬୨୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

odisha corona case

ତେବେ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୩୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫୧, ବାଲେଶ୍ୱରରୁ ୩୦, ବରଗଡ଼ରୁ ୨୧, ଭଦ୍ରକରୁ ୨୦, ବଲାଙ୍ଗୀରରୁ ୩୩, ବୌଦ୍ଧରୁ ୧୦, କଟକରୁ ୮୩, ଦେଓଗଡ଼ରୁ ୨୫, ଢେଙ୍କାନାଳରୁ ୪୨, ଗଜପତିରୁ ୩୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୪୨, ଯାଜପୁରରୁ ୫୫, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୩୬, କୋରାପୁଟରୁ ୦୨, ମାଲକାନଗିରିରୁ ୦୮, ମୟୁରଭଞ୍ଜରୁ ୧୦୮, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୨୫, ପୁରୀରୁ ୫୪, ରାୟଗଡ଼ାରୁ ୩୧, ସମ୍ବଲପୁରରୁ ୨୬, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୧୫୭ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+