ଆଜି ରାଜ୍ୟରେ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୯୭ଟି ଆକ୍ଟିଭ୍ କେସ ରହିଛି
ଆଜି ରାଜ୍ୟରେ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୯୭ଟି ଆକ୍ଟିଭ୍ କେସ ରହିଛି
ଭୁବନେଶ୍ୱର: ଗତ କାଲି ରାଜ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ
୪୬ ଜଣ ସଂଙ୍ଗରୋଧ କେନ୍ଦ୍ରରୁ ୩୧ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଯାହା ମଧ୍ୟରେ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।













Click it and Unblock the Notifications