୨୪ ଘଣ୍ଟାରେ ୧୧୯୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ କ୍ରମାଗତ ଭାବେ ବଢୁଛି କରୋନା । ରାଜ୍ୟରେ ୨୪ ଘଣ୍ଟାରେ ୧୧୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୬୯୯, ଲୋକାଲ କେସ୍- ୪୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୬୯ ଜଣ ଆକ୍ରାନ୍ତ ଅଛନ୍ତି।

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ବଢୁଛି କରୋନା । ରାଜ୍ୟରେ ୨୪ ଘଣ୍ଟାରେ ୧୧୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୬୯୯, ଲୋକାଲ କେସ୍- ୪୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୬୯ ଜଣ ଆକ୍ରାନ୍ତ ଅଛନ୍ତି। ତେବେ ଖୋର୍ଦ୍ଧାରୁ ସର୍ବାଧିକ ୩୧୨, ସୁନ୍ଦରଗଡ଼ରୁ ୧୭୪, କଟକରୁ ୧୦୯ ଚିହ୍ନଟ ହୋଇଛନ୍ତି।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୨ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୭୦ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୦ଜଣ ରହିଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩ ହଜାର ୧୯୧କୁ ବୃଦ୍ଧି ହୋଇଛି। ଆକ୍ଟିଭ କେସ୍- ୭,୦୯୩ ଥିବା ବେଳେ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+