ରାଜ୍ୟରେ ଆଉ ୩୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ବରରୁ ୬ଜଣ, ବରଗଡ଼ରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୯ ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦୁଝରରୁ ଜଣେ, ମ‌ାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ଜଣେ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୪୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୦୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୧୬୯୫୧୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+