Corona Update: ରାଜ୍ୟରେ ଆଉ ୮ହଜାର ୮୩୯ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଜି ବି ୮ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଛନ୍ତି ୮,୮୩୯ ପଜିଟିଭ। ଏଥିମଧ୍ୟରୁ ୪,୯୪୮ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛନ୍ତି ୩,୮୯୧।

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୮ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଛନ୍ତି ୮,୮୩୯ ପଜିଟିଭ। ଏଥିମଧ୍ୟରୁ ୪,୯୪୮ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛନ୍ତି ୩,୮୯୧।

Corona Update

ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧,୨୩୫ ଜଣ କରୋନା ରୋଗୀ। ସେହିପରି ଅନୁଗୁଳରୁ ୪୧୪ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୩୯୫, ବରଗଡରୁ ୧୯୩, ଭଦ୍ରକରୁ ୪୧୯, ବଲାଙ୍ଗିରରୁ ୮୯, ବୌଦ୍ଧରୁ ୧୭୯, କଟକରୁ ୭୬୯, ଦେବଗଡରୁ ୮୪, ଢେଙ୍କାନାଳରୁ ୫୧୦, ଗଜପତିରୁ ୫୨, ଗଞ୍ଜାମରୁ ୧୯୬, ଜଗତ୍‌ସିଂହପୁରରୁ ୩୧୭, ଯାଜପୁରରୁ ୪୯୩, ଝାରସୁଗୁଡାରୁ ୧୨୧, କଳାହାଣ୍ଡିରୁ ୧୪୫, କନ୍ଧମାଳରୁ ୫୮, କେନ୍ଦ୍ରାପଡାରୁ ୩୦୨, କେନ୍ଦୁଝରରୁ ୧୮୮, କୋରାପୁଟରୁ ୯୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି।

ସେହିପରି ମାଲକାନଗିରିରେ ୮୫, ମୟୂରଭଞ୍ଜରେ ୫୮୩, ୧୨୯, ନୟାଗଡରେ ୨୪୬, ପୁରୀରେ ୪୩୮, ରୟଗଡାରେ୨୧୬, ସମ୍ବଲପୁରରେ ୧୯୪, ସୋନପୁରରେ ୧୧୮, ସୁନ୍ଦରଗଡରେ ୩୩୮ ଏବଂ ଷ୍ଟେଟ ପୁଲରୁ ୨୦୦ ଜଣ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ଆଜି ରାଜ୍ୟରେ ୧୦,୫୯୪ ଜଣ କରୋନା ମୁକ୍ତ ହୋଇଛନ୍ତି। ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୯୦,୯୭୦ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୭,୦୨,୬୨୧। ରାଜ୍ୟରେ ଏବେ ଆକ୍ଟିଭ କେସ ରହିଛି ୮୫,୪୨୩।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+