ଆଜି ଆଉ ୮୦୧୫ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୨୭୫ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ମାଡି ଚାଲିଛି ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୮୦୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ହଟସ୍ପଟ ପାଲଟିଥିବା ଖୋର୍ଦ୍ଧାରୁ ପୁଣି ଆଜି ସର୍ବାଧିକ ୧୨୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ମାଡି ଚାଲିଛି ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୮୦୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ହଟସ୍ପଟ ପାଲଟିଥିବା ଖୋର୍ଦ୍ଧାରୁ ପୁଣି ଆଜି ସର୍ବାଧିକ ୧୨୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭୩୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୫୨୫, କଟକରୁ ୪୮୨ ଜଣଙ୍କ ନମୁନା କୋଭିଡ୍ ପଜିଟିଭ୍ ଆସିଛି ।

ସମ୍ବଲପୁରରୁ ୪୪୧, ବରଗଡ଼ରୁ ୩୯୦, ଝାରସୁଗୁଡ଼ାରୁ ୩୮୬, ନବରଙ୍ଗପୁରରୁ ୩୨୦, ପୁରୀରୁ ୩୦୬, ନୂଆପଡ଼ାରୁ ୨୬୪, ଷ୍ଟେଟ୍ ପୁଲରୁ ୨୩୬, ସୋନପୁରରୁ ୨୦୭, ମୟୂରଭଞ୍ଜରୁ ୧୯୯, ବଲାଙ୍ଗିରରୁ ୧୯୮, ଯାଜପୁରରୁ ୧୯୪, ନୟାଗଡ଼ରୁ ୧୮୭, କଳାହାଣ୍ଡିରୁ ୧୭୪, ଗଞ୍ଜାମରୁ ୧୬୯, ରାୟୟଡ଼ାରୁ ୧୫୪, ଜଗତସିଂହପୁରରୁ ୧୪୯, ଭଦ୍ରକରୁ ୧୪୫, କୋରାପୁଟରୁ ୧୨୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 1st May
New Positive Cases: 8015
In quarantine: 4568
Local contacts: 3447(Details of local contacts will be shared by concerned Dist Administration)
District Wise Cases:
1. Angul: 525
— I & PR Department, Odisha (@IPR_Odisha) May 2, 2021
2. Balasore: 100
3. Bargarh: 390
4. Bhadrak: 145
5. Balangir: 198
ସେହିଭଳି ଗଜପତିରୁ ୧୨୦, ବୌଦ୍ଧରୁ ୧୦୩, ଦେବଗଡ଼ରୁ ୧୦୧, ବାଲେଶ୍ବରରୁ ୧୦୦, ଢେଙ୍କାନାଳରୁ ୮୬, କେନ୍ଦୁଝରରୁ ୭୫, କେନ୍ଦ୍ରାପଡ଼ାରୁ ୭୦, କନ୍ଧମାଳରୁ ୬୧ ଓ ମାଲକାନଗିରିରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।












Click it and Unblock the Notifications