୪ ହଜାର ତଳେ ରାଜ୍ୟରେ ଆଜି ଦୈନିକ ସଂକ୍ରମଣ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୫୬୨ ଲୋକାଲ୍‌ କେସ୍‌ ଅଛନ୍ତି।

ଭୁବନେଶ୍ୱର: ଲଗାତାର ଦୁଇ ଦିନ ହେବ ରାଜ୍ୟରେ ୪୦୦୦ ତଳକୁ ରହିଛି କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୫୬୨ ଲୋକାଲ୍‌ କେସ୍‌ ଅଛନ୍ତି।

Corona Update

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଆକ୍ରାନ୍ତ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଆଗରେ ରହିଛି ବାଲେଶ୍ୱର। ଏହି ଜିଲ୍ଲାରୁ ସର୍ବାଧିକ ୨୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୦୪, ବରଗଡ଼ରୁ ୫୦, ଭଦ୍ରକରୁ ୧୭୮, ବଲାଙ୍ଗିରରୁ ୩୬, ମୟୂରଭଞ୍ଜରୁ ୧୧୨, ନବରଙ୍ଗପୁରରୁ ୧୦୮, ନୟାଗଡ଼ରୁ ୧୦୬, ନୂଆପଡ଼ାରୁ ୧୯, ପୁରୀରୁ ୧୯୯, ରାୟଗଡ଼ାରୁ ୭୯, ସମ୍ୱଲପୁରରୁ ୩୭, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ୍‌ ପୁଲରୁ ୬୪ ଜଣ ମହାମାରୀ କରୋନା ଜାଲ୍‌ରେ ଛନ୍ଦି ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+