ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ ୨୧୮ ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୧୮ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୨୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୮୯।

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ। ଗତ କିଛି ଦିନ ହେବ ରାଜ୍ୟରେ ୨ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶିକ୍ଷାନୁଷ୍ଠାନରେ ପଶିଲାଣି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୧୮ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୨୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୮୯।

Corona Positive

ବରଗଡ଼ ଜିଲ୍ଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨୯, ସୁନ୍ଦରଗଡ଼ରୁ ୨୬, ଖୋର୍ଦ୍ଧାରୁ ୨୫, କଟକରୁ ୧୬, କଳାହାଣ୍ଡିରୁ ୧୩ ଓ ଅନୁଗୁଳରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୩୬ ହଜାର ୮୦୯ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଆକ୍ଟିଭ କେସ୍‌ ଏବେ ୧୮୩୭ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+