Corona Update: ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, 4 ମୃତ
ରାଜ୍ୟରେ ଆଜି ଆଉ ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନ୍ତି।
ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୪ଜଣ ଚିହ୍ନଟ ହୋଇଥିବାବେଳେ ୧୩୫ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫କୁ ବୃଦ୍ଧି ପାଇଛି। ।

Covid-19 Report For 21st December
New Positive Cases: 319
In quarantine: 184
Local contacts: 135(Details of local contacts will be shared by concerned District Administration)
District Wise Cases:
1. Angul: 35
— I & PR Department, Odisha (@IPR_Odisha) December 22, 2020
2. Balasore: 10
3. Bargarh: 6
4. Bhadrak: 7
5. Balangir: 15
ସେହିପରି ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।
Regret to inform the demise of four numbers of Covid positive patients while under treatment in hospitals.
1.A 70-year-old male of Bhubaneswar who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 22, 2020












Click it and Unblock the Notifications