ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧ ହଜାର ୫୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧୮ ଜଣ ଚିହ୍ନଟ ହୋଇଥିବାବେଳେ ୬୫୪ ଲୋକାଲ କେସ୍ ଚିହ୍ନଟ ହ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧ ହଜାର ୫୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧୮ ଜଣ ଚିହ୍ନଟ ହୋଇଥିବାବେଳେ ୬୫୪ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

coronavirus

ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ପଜିଟିଭ୍ ଆସିଛି । କଟକରୁ ୧୬୧, ସୁନ୍ଦରଗଡ଼ରୁ ୧୧୩, କୋରାପୁଟ୍ରୁ ୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୦୯, ବାଲେଶ୍ୱରରୁ ୬୨, ବରଗଡ଼ରୁ ୨୫, ଭଦ୍ରକରୁ ୨୭, ବଲାଙ୍ଗୀରରୁ ୪୦, ବୌଦ୍ଧରୁ ୨୫, କଟକରୁ ୧୬୧, ଦେଓଗଡ଼ରୁ ୨୦, ଢେଙ୍କାନାଳରୁ ୩୫, ଗଜପତିରୁ ୪୭, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୪୮, ଯାଜପୁରରୁ ୫୨, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୨୨, କନ୍ଧମାଳରୁ ୬୨, କେନ୍ଦ୍ରାପଡ଼ାରୁ ୩୦, କେନ୍ଦୁଝରରୁ ୪୩, କୋରାପୁଟରୁ ୮୭, ମାଲକାନଗିରିରୁ ୦୬, ମୟୁରଭଞ୍ଜରୁ ୬୦, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୩୫, ନୂଆପଡ଼ାରୁ ୨୩, ପୁରୀରୁ ୩୯, ରାୟଗଡ଼ାରୁ ୭୪, ସମ୍ବଲପୁରରୁ ୭୩, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୧୧୩ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+