ଦିନକରେ ଆଉ ୧୫୫ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ । ଦିନକର ୧୫୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ବର୍ଗରେ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୯, କଟକରୁ ୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ । ଦିନକର ୧୫୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ବର୍ଗରେ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୯, କଟକରୁ ୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

coronavirus

ସେହିପରି ବାଲେଶ୍ୱର ୮, ବରଗଡ ୩, ଭଦ୍ରକ ୪, ଢେଙ୍କାନାଳ ଜଣେ, ଜଗତସିଂହପୁର ୪, ଝାରସୁଗୁଡା ଜଣେ, କେନ୍ଦ୍ରାପଡା, ମାଲକାନଗିରି, ମୟୂରଭଞ୍ଜରୁ ଜଣେ ଲେଖାଏଁ, ନୟାଗଡ ୨, ପୁରୀ ୯, ରାୟଗଡା ଜଣେ ସମ୍ବଲପୁର ୩, ସୋନପୁର ୨, ସୁନ୍ଦରଗଡ ୧୨ ଓ ଷ୍ଟେଟପୋଲରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୨୯ରେ ପହଞ୍ଚିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+