ରାଜ୍ୟରେ ଆଉ ୧୫୯ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୬୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୬୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩କୁ ବୃଦ୍ଧି ପାଇଛି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୫୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୫୮୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୫୪୪୧୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+