ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୩ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୬୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୮୭୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୪୨୮୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications